ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜଧାନୀ ଭୁବନେଶ୍ବରରେ ଆଜି ଟିହ୍ନଟ ହେଲେ ଆଉ ୮୧୧ କରୋନା ପଜିଟିଭ୍, ସୁସ୍ଥ ହେଲେ ୧୦୪୬ ଆକ୍ରାନ୍ତ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମିତଙ୍କ ସଂଖ୍ଯା ଖସିବାରେ ଲାଗିଛି। ଭୁବନେଶ୍ବରରୁ ଆଜି ୮୧୧ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୬୮ ଜଣ ଓ ସ୍ଥାନୀୟ ଅଂଚଳରୁ ୬୪୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫ ହଜାର ୭୮୪ରେ ପହଂଚିଛି।


ସେହିପରି ଆଜି ଭୁବନେଶ୍ବରରୁ ୧୦୪୬ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Leave A Reply

Your email address will not be published.