ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ: ଶୋଇଥିବା ବେଳେ ପୂରା ପରିବାରକୁ ମରଣାନ୍ତକ ଆକ୍ରମଣ, ସ୍ବାମୀ ମୃତ

ଭୁବନେଶ୍ୱର: ରାଜଧାନୀରେ ପିଏମଜି ଅଫିସ ସମ୍ମୁଖରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ସ୍ୱାମୀ-ସ୍ତ୍ରୀ ଓ ପିଲା ଶୋଇଥିବା ବେଳେ କରାଯାଇଛି ମରଣାନ୍ତକ ଆକ୍ରମଣ । ଘଟଣାସ୍ଥଳରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଛି ସ୍ବାମୀଙ୍କ ମୃତଦେହ । ଆହତ ଅବସ୍ଥାରେ ସ୍ତ୍ରୀ ଓ ଛୋଟ ପିଲାକୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଖବର ପାଇ ଘଟଣାସ୍ଥଳରେ ଖାରବେଳ ନଗର ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଗତକାଲି ବିଳମ୍ବିତ ରାତିରେ କେହି ହତ୍ୟା କରିଥିବା ସନ୍ଦେହ କରୁଛି ପୁଲିସ । ତେବେ ହତ୍ୟାକାଣ୍ଡର କାରଣ ଜଣାପଡିନାହିଁ ।

Leave A Reply

Your email address will not be published.