ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭଡ଼ା ଘରୁ ସେକ୍ସ ରାକେଟ ଠାବ

ଭଦ୍ରକ: ଭଦ୍ରକ ସହରାଞ୍ଚଳ ଥାନା ଅନ୍ତର୍ଗତ ଡଗମୁଣ୍ଡ ସ୍ଥିତ ଏକ ଭଡ଼ା ଘରୁ ସେକ୍ସ ରାକେଟ ଠାବ ହୋଇଛି। ଏଥିରେ ସମ୍ପୃକ୍ତ ୪ ଜଣ ମହିଳାଙ୍କୁ ପୁଲିସ ଉଦ୍ଧାର କରିଥିବା ବେଳେ ଦୁଇ ଜଣ ବ୍ୟକ୍ତିଙ୍କୁ ଗିରଫ କରିଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ଗତ ୧୫ ଦିନ ହେବ ଏହିକ ଭଡ଼ା ଘରେ କିଛି ମହିଳା ରହୁଥିଲେ। ବହୁ ସମୟରେ ଏଠାକୁ ପୁରୁଷ ଆସୁଥିବାରୁ ସ୍ଥାନୀୟ ଲୋକଙ୍କର ସନ୍ଦେହ ହୋଇଥିଲା। ଏ ନେଇ ସ୍ଥାନୀୟ ବାସିନ୍ଦା ପୁଲିସକୁ ଖବର ଦେଇଥିଲେ। ଖବର ପାଇ ପୁଲିସ‌ ଶନିବାର ରାତିରେ ଉକ୍ତ ଭଡ଼ା ଘରେ ଚଢାଉ କରି ୪ ଜଣ ମହିଳାଙ୍କୁ ଉଦ୍ଧାର କରିବା ସହ ୨ ଜଣ ପୁରୁଷଙ୍କୁ ଗିରଫ କରିଛି।

 

Leave A Reply

Your email address will not be published.