ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପୁରୁଷ ହକି ବିଶ୍ବକପ୍‌-୨୦୨୩: ନ୍ୟୁଜିଲାଣ୍ତକୁ ହରାଇ ସେମିରେ ପ୍ରବେଶ କଲା ବେଲଜିୟମ୍

ଭୁବନେଶ୍ବର: ପୁରୁଷ ହକି ବିଶ୍ବକପ୍‌-୨୦୨୩ର ବେଲଜିୟମ ୨ୟ ଦଳ ଭାବେ ସେମି ଫାଇନାଲ୍‌ରେ ପ୍ରବେଶ କରିଛି। ଭୁବନେଶ୍ବରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଆଜି ବେଲଜିୟମ ୨-୦ ଗୋଲ୍‌ରେ ନ୍ୟୁଜିଲାଣ୍ତକୁ ପରାସ୍ତ କରି ୨ୟ ଦଳ ଭାବେ ସେମି ଫାଇନାଲକୁ ପ୍ରବେଶ କରିଛି। ବେଲଜିୟମ୍‌ ଆସନ୍ତା ୨୭ ତାରିଖରେ ସେମିଫାଇନାଲ ମ୍ୟାଚ୍‌ ଖେଳିବ। ଏହି ଟିମ୍‌ କଳିଙ୍ଗ ଷ୍ଟାଡିୟମରେ ଆସନ୍ତାକାଲି ରାତି ୭ଟାରେ ‌ନେଦରଲ୍ୟାଣ୍ଡ୍‌ସ ଓ କୋରିଆ ମଧ୍ୟରେ ଆୟୋଜିତ ହେବାକୁ ଥିବା ୪ର୍ଥ କ୍ବାର୍ଟରଫାଇନାଲର ବିଜୟୀ ଦଳକୁ ଭେଟିବ।

ଏହା ପୂର୍ବରୁ ପ୍ରଥମ ଦଳ ଭାବେ ଅଷ୍ଟ୍ରେଲିଆ ସ୍ପେନକୁ ହରାଇ ‌ସେମିଫାଇନାଲରେ ପ୍ରବେଶ କରିଛି।

 

 

Leave A Reply

Your email address will not be published.