ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସୋରିଷ ତେଲର ଉପକାରିତା

ସୋରିଷ ତେଲ ନିୟମିତ ମାଲିସ୍‌ କଲେ ରକ୍ତ ସଞ୍ଚାଳନ ଠିକ ଭାବେ ହୋଇଥଆଏ। ଶୋଇବା ପୂର୍ବରୁ ନିୟମିତ ସୋରିଷ ତେଲକୁ ହାଲ୍‌କା ଉଷୁମ କରି ପାଦତଳେ ମାଲିସ୍ କଲେ ଭଲ ନିଦ ହେବା ଦୃଷ୍ଟି ଶକ୍ତି ବଢ଼ିଥାଏ।

– ସୋରିଷ ତେଲ ପାଦ ତଳେ ମାଲିସ୍ କରିବା ଦ୍ବାରା ଶରୀରର ରୋଗପ୍ରତିରୋଧକ ଶକ୍ତି ବଢ଼ିବା ସହ ଓଜନକୁ ମଧ୍ୟ ନିୟନ୍ତ୍ରଣ କରେ।
– ମାନସିକ ଚାପ, ଅବସାଦ ଓ ନିଦ୍ରାହୀନତାରୁ ବର୍ତ୍ତିବାକୁ ଚାହୁଁଥିଲେ, ୧ ମାସ ପର୍ଯ୍ଯନ୍ତ ସୋରିଷ ତେଲ ପାଦ ତଳେ ମାଲିସ୍ କରନ୍ତୁ।

– ସପ୍ତାହରେ ୨-୩ ଦିନ ଏଇ ଉପାୟ କରନ୍ତୁ, ଦେଖିବେ ନିଶ୍ଚୟ ଉପଶମ ମିଳିବ। ବଡ଼ କୁଣ୍ଡରେ ଉଷୁମ ପାଣି ଭର୍ତ୍ତି କରି ସେଥିରେ ୨-୩ ଚାମଚ ସୋରିଷ ତେଲ ପକାନ୍ତୁ। ସେହି ପାଣିରେ ପାଦ ୨୦ ମିନିଟ୍ ବୁଡ଼ାଇ ପରେ ଭଲଭାବେ ପୋଛିନେବେ। ଭଲ ନିଦ୍ରା ନିମନ୍ତେ ଏହା ଏକ ଉତ୍ତମ ଉପାୟ।

Leave A Reply

Your email address will not be published.