ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପଶ୍ଚିମବଙ୍ଗରେ ପୁଣି ବଢିଲା ଲକ୍‌ଡାଉନ୍‌ ଅବଧି, ଅଗଷ୍ଟ ୧୫ ଯାଏ ଜାରି ରହିବ କଟକଣା

କୋଲକାତା: ପଶ୍ଚିମବଙ୍ଗରେ ପୁଣି ଲକ୍‌ଡାଉନ୍‌ ଅବଧିକୁ ବୃଦ୍ଧି କରାଯାଇଛି । ଅଗଷ୍ଟ ୧୫ ଯାଏ ରାଜ୍ୟରେ ଲକ୍‌ଡାଉନ୍‌କୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ପୂର୍ବରୁ ଏହି ପ୍ରତିବନ୍ଧକ ଜୁଲାଇ ୩୦ ଯାଏ ଲାଗୁ ହୋଇଥିଲା। ରାଜ୍ୟରେ କ‌ୋଭିଡ୍‌ ସଂକ୍ରମଣ ମାମଲାକୁ ଦୃଷ୍ଟିରେ ରଖି ଲକ୍‌ଡାଉନ୍‌ ଅବଧିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ରାତି ୯ ଟା ରୁ ସକାଳ ୫ ଟା ମଧ୍ୟରେ ଜନସାଧାରଣ ଏବଂ ଯାନବାହାନ ଚଳାଚଳ ଉପରେ କଟକଣା ଜାରି ରହିବ। ନାଇଟ୍‌ କର୍ଫ୍ୟୁ ସମୟରେ ସମୟରେ ସ୍ୱାସ୍ଥ୍ୟ ଏବଂ ଜରୁରୀକାଳୀନ ସେବା, ଆଇନ ଶୃଙ୍ଖଳାକୁ ଅତ୍ୟାବଶ୍ୟକ ସାମଗ୍ରୀକୁ ଅନୁମତି ରହିଛି।

ତେବେ ଗତକାଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀଙ୍କ ସହ କେଭେିଡ୍‌ ମୁକାବିଲା ବାବଦରେ ଆଲୋଚନା କରିଥିଲେ। ଗୁରୁବାର ଦିନ ବୃଦ୍ଧି ହୋଇଥିବା ଲକ୍‌ଡାଉନ୍‌ ସମୟରେ କେବଳ ୫୦ ପ୍ରତିଶତ ଲୋକ ସରକାରୀ କାର୍ଯ୍ଯକ୍ରମରେ ଯୋଗ ଦେବେ।

Leave A Reply

Your email address will not be published.