ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପର୍ଯ୍ଯଟକଙ୍କ ପାଇଁ ଜାନୁଆରୀ ୪ରୁ ୧୪ ଯାଏଁ ବନ୍ଦ ରହିବ ଭିତରକନିକା

କେନ୍ଦ୍ରାପଡା: ଜାନୁଆରୀ ୪ରୁ ପର୍ଯ୍ଯଟକଙ୍କ ପାଇଁ ଭିତରକନିକା ବନ୍ଦ ରହିବ। କୁମ୍ଭୀର ଗଣନା ପାଇଁ ଜାନୁଆରୀ ୪ ରୁ ୧୪ ତାରିଖ ପର୍ଯ୍ଯନ୍ତ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ। ଗତବର୍ଷ ଭିତରକନିକାରେ କୁମ୍ଭୀର ଗଣନା ବେଳେ ୧୭ ଶହ ୮୪ କୁମ୍ଭୀର ଚିହ୍ନଟ କରାଯାଇଥିଲା । ଚଳିତର୍ଷ କୁମ୍ଭୀର ବିଶାରଦ ଡ. ସୁଧାକର କରଙ୍କ ନେତୃତ୍ୱରେ କୁମ୍ଭୀର ଗଣନା କରାଯିବ। ଏ ନେଇ ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି।

Leave A Reply

Your email address will not be published.