ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭୁବନେଶ୍ୱର ହୋଟେଲ ‘ନିମନ୍ତ୍ରଣ’ରେ ଘୋଟାଲା: ବନ୍ଧା ହେଲେ OTDC ମ୍ୟାନେଜର ଓ ଠିକା କର୍ମଚାରୀ

ଭୁବନେଶ୍ବର: ଭୁବନେଶ୍ୱର ହୋଟେଲ ‘ନିମନ୍ତ୍ରଣ’ରେ ଘୋଟାଲା । ବନ୍ଧାହେଲେ OTDC ମ୍ୟାନେଜର ଓ ଠିକା କର୍ମଚାରୀ ।  ମ୍ୟାନେଜରଙ୍କ ନାଁ ରାଜ୍ ଅର୍ଦ୍ଧେନ୍ଦୁ ଶେଖର ମହାନ୍ତି  ହୋଇଥିବା ବେଳେ ଠିକା କର୍ମଚାରୀ ହଉଛନ୍ତି ସୁନିଲ ଘଡେଇ।

ସୂଚନା ଅନୁଯାୟୀ, ଅର୍ଦ୍ଧେନ୍ଦୁ ଶେଖର ଓ ନ୍ତି ସୁନିଲ ଉଭୟ ୬ ମାସରେ ୧୭ ଲକ୍ଷ ୫୦ ହଜାର ଟଙ୍କା ଆତ୍ମସାତ କରିଥିଲେ। ପ୍ରତିଦିନ ଆୟର ୫୦ ପ୍ରତିଶତ ଟଙ୍କା ନିଜ ଆକାଉଣ୍ଟକୁ ନେଇ ଯାଉଥିଲେ ଏହି ଦୁଇ କର୍ମଚାରୀ।  ଅଡିଟ ବେଳେ ଜଣା ପଡିବା ପରେ ସହିଦନଗର ଥାନାରେ ଅଭିଯୋଗ ହୋଇଥିଲା । ଗତ କାଲି ସହିଦନଗର ଥାନା ପୁଲିସ ଉଭୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି।

Leave A Reply

Your email address will not be published.