ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ସ୍କୁଲ ଖୋଲିବା ପ୍ରସଙ୍ଗ, ଜିଲ୍ଲାପାଳ ନେବେ ଖରାଛୁଟି ନିଷ୍ପତ୍ତି

ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳମାନେ ନିଷ୍ପତ୍ତି ନେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ ସ୍କୁଲ ଖୋଲିବା ପ୍ରସଙ୍ଗ । ପାଣିପାଗ ବିଭାଗ ସୂଚନାକୁ ଭିତ୍ତି କରି ସ୍କୁଲ ଖୋଲିବା ନିଷ୍ପତ୍ତି ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ନିର୍ଦ୍ଦେଶ ଅନୁଯାୟୀ, ଜିଲ୍ଲାପାଳ ମାନେ ନିଜ ନିଜ ଜିଲ୍ଲାର ପାଣିପାଗ ସ୍ଥିତିକୁ ନେଇ ସରକାରୀ, ବେସରକାରୀ ଓ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଗୁଡିକର ପ୍ରଥମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛୁଟି ଘୋଷଣା କରିବେ କିମ୍ବା ସମୟ ନିର୍ଘଣ୍ଟ ପରିବର୍ତ୍ତନ କରିବେ। ଅନୁକୂଳ ପାଣିପାଗ ଥିବା ଜିଲ୍ଲାରେ ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ବିଦ୍ୟାଳୟ ସମୟ ରଖିବେ। ଏହି ନିର୍ଦ୍ଦେଶ ୨୦ ଜୁନ ପର୍ଯ୍ୟନ୍ତ ବଳବତ୍ତର ରହିବ ।

Leave A Reply

Your email address will not be published.