ମନୋରଞ୍ଜନ
ବଡ ଖବର
<% catList.forEach(function(cat){ %>
<%= cat.label %>
<% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %>
<%= node_description %>
<% } %>
<% catList.forEach(function(cat){ %>
<%= cat.label %>
<% }); %>
ବରିଷ୍ଠ IAS ବୀର ବିକ୍ରମ ଯାଦବ ହେଲେ DGCA ଅଧ୍ୟକ୍ଷ
Published On
By Madhusudan Das
ନୂଆଦିଲ୍ଲୀ: ଡିଜିସିଏର ଅଧ୍ୟକ୍ଷ ହେଲେ ବରିଷ୍ଠ ଆଇଏଏସ୍ ବୀର ବିକ୍ରମ ଯାଦବ । କେନ୍ଦ୍ର ସରକାରଙ୍କ ପକ୍ଷରୁ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ)ରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ସରକାର ବର୍ତ୍ତମାନର ମହାନିର୍ଦ୍ଦେଶକ ଫୈଜ ଅହମ୍ମଦ କିଦୱାଇଙ୍କୁ ପରିବର୍ତ୍ତନ କରି ତାଙ୍କ ସ୍ଥାନରେ ବୀର ବିକ୍ରମ ଯାଦବଙ୍କୁ ନୂଆ ମହାନିର୍ଦ୍ଦେଶକ ଭାବେ ନିଯୁକ୍ତ କରିଛନ୍ତି।...
ସେପ୍ଟିକ ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ବେଳେ ଶ୍ଵାସରୁଦ୍ଧ ହୋଇ ୨ ମୃତ, ୨ ଗୁରୁତର
Published On
By Madhusudan Das
ସମ୍ବଲପୁର: ସେପ୍ଟିକ ଟାଙ୍କିରେ ଶ୍ଵାସରୁଦ୍ଧ ହୋଇ ୨ ଶ୍ରମିକ ମୃତ । ନବନିର୍ମିତ ସେପ୍ଟିକ ଟାଙ୍କିରେ ସେଣ୍ଟ୍ରିଂ ଖୋଲିବାବେଳେ ଶ୍ଵାସରୁଦ୍ଧ ହୋଇ ଚାଲିଗଲା ଦୁଇ ଜଣଙ୍କ ଜୀବନ। ଆଉ ୨ ଜଣ ଗୁରୁତର ଆହତ ମଧ୍ୟ ହୋଇଛନ୍ତି । ସମ୍ବଲପୁର ଜିଲ୍ଲା କୁଚିଣ୍ଡା କେଶାଇଇବାହାଲ ଠାରେ ଘଟିଛି ଏପରି ଅଘଟଣ । ମୃତ ଶ୍ରମିକ ଦ୍ୱୟ...
ବିଧାନସଭା ଆରମ୍ଭରୁ ଗୃହରେ ବିଜୁ ଝଡ଼: ଦୁବେଙ୍କ ବିଭ୍ରାନ୍ତିକର ମନ୍ତବ୍ୟକୁ ନେଇ ବିରୋଧୀ ସଦସ୍ୟଙ୍କ ହଟ୍ଟଗୋଳ
Published On
By Madhusudan Das
ଭୁବନେଶ୍ୱର: ବିଧାନସଭା ଆରମ୍ଭରୁ ଗୃହରେ ବିଜୁ ଝଡ଼ । ଭାରତର ବରପୁତ୍ର ବିଜୁ ବାବୁଙ୍କ ଉପରେ ବିଜେପି ସାଂସଦ ନିଶିକାନ୍ତ ଦୁବେ ଦେଇଥିବା ବିଭ୍ରାନ୍ତିକର ମନ୍ତବ୍ୟକୁ ନେଇ ଗୃହ ମଧ୍ୟରେ ବିରୋଧୀ ସଦସ୍ୟଙ୍କ ପ୍ରବଳ ହଟ୍ଟଗୋଳ । ଉଭୟ ବିଜେଡି ଓ କଂଗ୍ରେସ ଗୃହର ମଧ୍ୟଭାଗକୁ ଆସି ପ୍ରତିବାଦ କରିବା ସହ ନାରାବାଜି କରିଥିଲେ ।...
ରାଜଧାନୀରେ ଲଜ୍ଜା, ଲିଫ୍ଟ ଦେବା ବାହାନାରେ ପଶ୍ଚିମବଙ୍ଗର ମହିଳାଙ୍କୁ ଗଣଦୁଷ୍କର୍ମ
Published On
By Madhusudan Das
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଗଣଦୁଷ୍କର୍ମ। ଷ୍ଟେସନରେ ଛାଡିବା ଆଳ ଦେଖାଇ ମହିଳାଙ୍କ ସହ ଗଣଦୁଷ୍କର୍ମ । ତମାଣ୍ଡୋ ଥାନା ଅଞ୍ଚଳରେ ଘଟିଛି ଏପରି ବିଭତ୍ସ କାଣ୍ଡ । ଷ୍ଟେସନ ପର୍ଯ୍ୟନ୍ତ ଲିଫ୍ଟ ଦେବା ବାହାନାରେ ପଶ୍ଚିମବଙ୍ଗର ଜଣେ ମହିଳାଙ୍କ ସହ ଜଘନ୍ୟ କାଣ୍ଡ ଘଟାଇଛନ୍ତି ଦୁଇଜଣ ଦୁର୍ବୁର୍ତ୍ତ । ଅଭିଯୁକ୍ତ ୨ଜଣ ଆମ୍ବୁଲାନ୍ସ ଡ୍ରାଇଭର ଏବଂ...
ମାନସିକ ରୋଗ ବିଶେଷଜ୍ଞଙ୍କୁ ଦେଖାକରନ୍ତୁ ନିଶିକାନ୍ତ ଦୁବେ: ନବୀନ ପଟ୍ଟନାୟକ
Published On
By Madhusudan Das
ଭୁବନେଶ୍ୱର: ବିଜେପି ସାଂସଦ ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟକୁ ଦୃଢ ନିନ୍ଦା କଲେ ନବୀନ ପଟ୍ଟନାୟକ । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଉପରେ ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ବର୍ଷିଲେ ନବୀନ । ଦୁବେଙ୍କୁ ମାନସିକ ରୋଗ ବିଶେଷଜ୍ଞଙ୍କୁ ଦେଖାଇବାକୁ ପରାମର୍ଶ ଦେଇଛନ୍ତି ନବୀନ । ସେ କହିଛନ୍ତି କି,"ନିଶିକାନ୍ତ ଦୁବେ ବିଜୁ...
ବିଜୁଙ୍କୁ ଅପମାନ: କୁଆଡେ଼ ଗଲେ ‘ଲିଗାସୀ’ ନେତା ?
Published On
By Madhusudan Das
ଭୁବନେଶ୍ୱର: ପ୍ରବାଦ ପୁରୁଷ, ପ୍ରଖର ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ପ୍ରତି ବିଜେପି ସାଂସଦ ନିଶିକାନ୍ତ ଦୁବେ ଦେଇଥିବା ଆପତ୍ତିଜନକ ବୟାନକୁ ନେଇ ସାରା ଓଡ଼ିଶା ପ୍ରତିକ୍ରିୟା ପ୍ରକାଶ କରିଛି। ମନ୍ତବ୍ୟକୁ ତୁରନ୍ତ ପ୍ରତ୍ୟାହାର କରିବା ସହ ସାଂସଦ କ୍ଷମା ମାଗନ୍ତୁ ବୋଲି ବିଭିନ୍ନ ଦଳ ନେତା ଦାବି କରିଛନ୍ତି। ମାତ୍ର...
ଆଜି ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା: ସାଢେ଼ ୨ଟାରେ ହେବ ରଥ ଟଣା
Published On
By Madhusudan Das
ଭୁବନେଶ୍ୱର: ଆଜି ପ୍ରଭୁ ଲିଙ୍ଗରାଜଙ୍କ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହେବ। ପୁଣି ଶ୍ରଦ୍ଧାଳୁମାନେ ଜୟ ଲିଙ୍ଗରାଜ ଜୟ ଲିଙ୍ଗରାଜ ନାରା ଦେଇ ଅଣଲେଉଟା ରୁକୁଣା ରଥକୁ ଟାଣି ଆଣିବେ। ଗତ ଗୁରୁବାର ଆଶୋକାଷ୍ଟମୀ ଦିନଠାରୁ ରାମେଶ୍ୱର ମନ୍ଦିରକୁ ଯାତ୍ରା କରିଥିଲେ ଲିଙ୍ଗରାଜ ମହାପ୍ରଭୁ, ଦେବୀ ଦୁର୍ଗା ଓ ଦୋଳଗୋବିନ୍ଦ।
ଆଜି ଏହି ଠାକୁରଙ୍କୁ ରୁକୁଣା ରଥରେ...
ଏପ୍ରିଲ ୧ରୁ ଆରମ୍ଭ ହେବ ନୂଆ ସୁଭଦ୍ରା ପଞ୍ଜୀକରଣ, ୩୦ ତାରିଖ ପର୍ଯ୍ୟନ୍ତ କରିପାରିବେ ଆବେଦନ
Published On
By Madhusudan Das
ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ ଖବର । ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ । ଏପ୍ରିଲ ୧ରୁ ୩୦ ତାରିଖ ପର୍ଯ୍ୟନ୍ତ ଏକ ମାସ ପାଇଁ ‘ସୁଭଦ୍ରା ପୋର୍ଟାଲ’ରେ ନୂତନ ଆବେଦନ ଗ୍ରହଣ କରାଯିବ। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ନୂତନ ଆବେଦନ ପାଇଁ...
ଏପ୍ରିଲ ୮ ତାରିଖରୁ ହେବ ବାହାର ରତ୍ନଭଣ୍ଡାର ଗଣତିମଣତି: ଆଇନ ମନ୍ତ୍ରୀ
Published On
By Madhusudan Das
ପୁରୀ: ଏପ୍ରିଲ ୮ ତାରିଖରୁ ହେବ ବାହାର ରତ୍ନଭଣ୍ଡାର ଗଣତିମଣତି । ଏପ୍ରିଲ ୮, ୯ ଓ ୧୦ ତାରିଖରେ ଶ୍ରୀମନ୍ଦିରର ବାହାର ରତ୍ନଭଣ୍ଡାରର ଦ୍ୱିତୀୟ ପର୍ଯ୍ୟାୟ ଗଣତି ମଣତି କାର୍ଯ୍ୟ ହେବ । ଗଣତମଣତି ସମୟରେ ମହାପ୍ରଭୁଙ୍କ ଦର୍ଶନ କିମ୍ୱା ନୀତିକାନ୍ତିରେ କିଭଳି ବାଧାପ୍ରାପ୍ତ ନହେବ ସେନେଇ ଗୁରୁତ୍ବ ଦିଆଯିବ । ଏହା ପରେ...
ଆଜିଠାରୁ ଆଇପିଏଲ୍ର ୧୯ତମ ସଂସ୍କରଣ: ଉଦ୍ଘାଟନୀ ମୁକାବିଲାରେ ମୁହାଁମୁହିଁ ହେବେ ବେଙ୍ଗାଲୁରୁ- ହାଇଦରାବାଦ
Published On
By Madhusudan Das
ବେଙ୍ଗାଲୁରୁ: ଆଉ ମାତ୍ର କିଛି ଘଣ୍ଟା ପରେ ଆରମ୍ଭ ହେବ ଆଇପିଏଲ ମହାସମର । ଉଦ୍ଘାଟନୀ ମୁକାବିଲାରେ ମୁହାଁମୁହିଁ ହେବେ ବେଙ୍ଗାଲୁରୁ- ହାଇଦରାବାଦ । ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ର ୧୯ତମ ସଂସ୍କରଣ ଆଜିଠାରୁ ଆରମ୍ଭ ହେବ। ମଧ୍ୟପ୍ରାଚ୍ୟ ଯୁଦ୍ଧର ବିଭୀଷିକା ମଧ୍ୟରେ ଭାରତ ସମେତ ବିଶ୍ୱର କ୍ରିକେଟ ପ୍ରଶଂସକ ପୁଣି ଥରେ ଫଟାଫଟ୍...
ଇଞ୍ଜିନରେ ତ୍ରୁଟି ସନ୍ଦେହ, ଦିଲ୍ଲୀ ବିମାନବନ୍ଦରରେ ଇଣ୍ଡିଗୋ ବିମାନର ଜରୁରୀକାଳୀନ ଅବତରଣ
Published On
By Madhusudan Das
ନୂଆଦିଲ୍ଲୀ: ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତୀୟ ବିମାନବନ୍ଦର (IGI Airport) ଠାରେ ଶନିବାର ସକାଳେ ଏକ ଇଣ୍ଡିଗୋ (IndiGo) ବିମାନର ଜରୁରୀକାଳୀନ ଅବତରଣ କରାଯାଇଛି। ଇଞ୍ଜିନରେ ତ୍ରୁଟି ଦେଖାଦେବା କାରଣରୁ କର୍ତ୍ତୃପକ୍ଷ ବିମାନବନ୍ଦରରେ ସମ୍ପୂର୍ଣ୍ଣ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଥିଲେ। ତେବେ ବିମାନରେ ଥିବା ସମସ୍ତ ୧୬୧ ଜଣ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି।
ମିଳିଥିବା...
ଏପ୍ରିଲ ପହିଲାରୁ ବଦଳିବ ଅନେକ ନିୟମ: ଟିକଟଠାରୁ ଟିକସ ଯାଏଁ ୮ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ
Published On
By Madhusudan Das
ନୂଆଦିଲ୍ଲୀ: ନୂତନ ଆର୍ଥିକବର୍ଷ ଏପ୍ରିଲ ପହିଲାରୁ ଆରମ୍ଭ ହେଉଛି, ଯାହା ସାଧାରଣ ଲୋକଙ୍କ ପକେଟ୍ ଉପରେ ବଡ଼ ପ୍ରଭାବ ପକାଇବ। ଏଥର, ସରକାର ଟିକଟଠାରୁ ଟିକସ ପର୍ଯ୍ୟନ୍ତ ୧୦ଟି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହି ସମୟରେ, ଏପ୍ରିଲ ପହିଲାରୁ କାର୍ଯ୍ୟକାରୀ ହେବାକୁ ଥିବା ବ୍ୟାଙ୍କିଙ୍ଗ ଏବଂ ରେଳବାଇର ନିୟମ ସାଧାରଣ ଲୋକଙ୍କ ଚିନ୍ତାକୁ ବଢ଼ାଇଦେଇଛି।...



