ମନୋରଞ୍ଜନ
ବଡ ଖବର
<% catList.forEach(function(cat){ %> <%= cat.label %> <% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %> <%= node_description %>
<% } %> <% catList.forEach(function(cat){ %> <%= cat.label %> <% }); %>
ସେଣ୍ଟ୍ରିଂ କାଢ଼ିବା ବେଳେ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକ ମୃତ
Published On
By Madhusudan Das
ଗୁଣୁପୁର: ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକ ମୃତ । ରାୟଗଡା ଜିଲ୍ଲା ପଦ୍ମପୁର ଥାନା ତାରପାଗୁଡ଼ା ଗାଁରେ ଘଟିଛି ଏପରି ଅଘଟଣ । ନୂଆ ପାଇଖାନା ଟାଙ୍କିର ସେଣ୍ଟ୍ରିଂ କାଢ଼ିବା ବେଳେ ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକ ମୃତ୍ୟୁବରଣ କରିଥିବା ସୂଚନା ମିଳିଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ୍ ଓ ପଦ୍ମପୁର...
ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା: ମୟୂରଭଞ୍ଜ ପାଇଁ ରେଡ୍ ଆଲର୍ଟ, ଶୁକ୍ରବାର ଯାଏଁ ପ୍ରବଳ ବର୍ଷା ସମ୍ଭାବନା
Published On
By Madhusudan Das
ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବାକୁ ଯାଉଛି। ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା ଅନୁଯାୟୀ, ମଙ୍ଗଳବାର ଅପରାହ୍ନରୁ ଉପକୂଳ...
ଉପମୁଖ୍ୟମନ୍ତ୍ରୀଙ୍କ PA ପରିଚୟ ଦେଇ ୧ କୋଟି ଟଙ୍କା ଠକେଇ, ଦୀଘାରୁ ମହାଠକକୁ ଗିରଫ କଲା ପୋଲିସ
Published On
By Madhusudan Das
ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀଙ୍କ ପିଏ ପରିଚୟ ଦେଇ ଠକେଇ । ଚାକିରି ନାଁରେ କୋଟିଏରୁ ଅଧିକ ଠକେଇ । ଓଡ଼ିଶାର ଉପମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସହାୟକ (ପିଏ) ଭାବରେ ନିଜକୁ ପରିଚୟ ଦେଇ ଚାକିରି ଆଶାୟୀଙ୍କ ଠାରୁ ପ୍ରାୟ ୧ କୋଟି ଟଙ୍କା ଠକି ନେଇଥିବା ଜଣେ ବ୍ୟକ୍ତିଙ୍କୁ ପୋଲିସ ବୁଧବାର ଦିନ ଗିରଫ କରିଛି। ଅଭିଯୁକ୍ତ ଜଣକ...
ବାଲେଶ୍ୱରରେ ୫ ଓରାଙ୍ଗଓଟାନ ଛୁଆ ଉଦ୍ଧାର ଘଟଣା: ହଜାର ହଜାର କିଲୋମିଟର ଦୂରରୁ କିପରି ଆସିଲେ ଏହି ବିରଳ ବନ୍ୟଜନ୍ତୁ?
Published On
By Madhusudan Das
ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲା ଭୋଗରାଇର ଏକ ଜଙ୍ଗଲରୁ ୫ଟି ଓରାଙ୍ଗଓଟାନ ଛୁଆ ଉଦ୍ଧାର ହେବା ଘଟଣା ଏବେ ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ବିରଳ ପ୍ରଜାତିର ବନ୍ୟଜନ୍ତୁ ହଜାର ହଜାର କିଲୋମିଟର ଦୂରରୁ କିପରି ଆସିଲେ, ତାହା ବନ ବିଭାଗ ପାଇଁ ଏକ ବଡ଼ ରହସ୍ୟ ସୃଷ୍ଟି କରିଛି। ଏହା କୌଣସି ଆନ୍ତର୍ଜାତୀୟ ବନ୍ୟଜନ୍ତୁ...
ରମାଦେବୀ ବିଶ୍ୱବିଦ୍ୟାଳୟରେ ବ୍ୟାପକ ଲାଞ୍ଚ କାରବାର: ୧୦୦ ଟଙ୍କା ନ ଦେଲେ ମିଳୁନି ସିଏଲ୍ସି !
Published On
By Madhusudan Das
ଭୁବନେଶ୍ୱର: ଲାଞ୍ଚ ନ ଦେଲେ କୌଣସି କାମ ହେଉନି। ଟ୍ରାନ୍ସଫର୍ ସାର୍ଟିଫିକେଟ୍ (ଟିସି) ଠାରୁ ଆରମ୍ଭ କରି ହଷ୍ଟେଲ୍ ଆବଣ୍ଟନ ଯାଏଁ ସବୁଠି ହାତଗୁଞ୍ଜା ଦେବାକୁ ପଡ଼ୁଛି। ନୂତନ ଭାବେ ଶିକ୍ଷାନୁଷ୍ଠାନକୁ ଆସିଥିବାରୁ ଅଭିଯୋଗ କରିବାକୁ ପିଲାମାନେ ସାହସ ଜୁଟାଇ ପାରୁ ନାହାନ୍ତି। ରାଜ୍ୟର ଏକମାତ୍ର ଓ ପ୍ରଥମ ମହିଳା ବିଶ୍ୱବିଦ୍ୟାଳୟ ‘ରମାଦେବୀ’ରେ ଖୁଲମ୍ଖୁଲା ଲାଞ୍ଚ...
ରାଜ୍ୟରେ ୯ ଜଣ ଯୁବ ଆଇଏଏସ୍ ଅଫିସରଙ୍କୁ ଉପ-ଜିଲ୍ଲାପାଳ ଭାବେ ନିଯୁକ୍ତି
Published On
By Madhusudan Das
ଭୁବନେଶ୍ୱର: ୯ ଯୁବ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି । ରାଜ୍ୟର ବିଭିନ୍ନ ଉପଖଣ୍ଡରେ ନୂଆ ଉପଜିଲ୍ଲାପାଳଙ୍କୁ ନିଯୁକ୍ତି ମିଳିଛି । ଓଡ଼ିଶା ସରକାର ୨୦୨୪ ରେଗୁଲାର ରିକ୍ରୁଟ୍ ବ୍ୟାଚ୍ ର ୯ ଜଣ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀଙ୍କୁ ବିଭିନ୍ନ ଉପ-ଖଣ୍ଡରେ ଉପ-ଜିଲ୍ଲାପାଳ ଭାବରେ ନିଯୁକ୍ତି ଦେଇଛନ୍ତି। ନିଜର ଦ୍ୱିତୀୟ ପର୍ଯ୍ୟାୟ ତାଲିମ ଶେଷ...
ଲୁଗା ଶୁଖାଇବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ
Published On
By Madhusudan Das
କଳାହାଣ୍ଡି: ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମା’-ଝିଅ ମୃତ । କଳାହାଣ୍ଡି ଜିଲ୍ଲା ସଦର ଥାନା ଅନ୍ତର୍ଗତ କାର୍ଲାସୋଡା ଗାଁରେ ଘଟିଛି ଏପରି ଅଘଟଣ । ଗାଁର ଲଳିତା ନାଏକ୍ କପଡ଼ା ଶୁଖାଇବା ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସିଥିଲେ। ଏହି ସମୟରେ ମା'ଙ୍କୁ ବଞ୍ଚାଇବାକୁ ଯାଇ ଝିଅ ଶୀତଳ ନାଏକ୍...
ବାଲେଶ୍ୱରରୁ ଓରାଙ୍ଗଉଟାନ୍ ଉଦ୍ଧାର ଘଟଣା: ଅନ୍ତର୍ଜାତୀୟ ଚୋରାଚାଲାଣ ଲିଙ୍କ୍ ଆଶଙ୍କା କଲେ ଜଙ୍ଗଲ ମନ୍ତ୍ରୀ
Published On
By Madhusudan Das
ବାଲେଶ୍ୱର: ଓଡ଼ିଶା ଜଙ୍ଗଲରୁ ବିରଳ ଓରାଙ୍ଗଉଟାନ୍ ଠାବ ଘଟଣା ପରେ ଚାରିଆଡେ ଚର୍ଚ୍ଚା ଜୋର ଧରିଛି । ବାଲେଶ୍ୱର ଜିଲ୍ଲାର ରଣକୋଠା ଜଙ୍ଗଲରୁ ୫ଟି ଓରାଙ୍ଗଉଟାନ୍ ଉଦ୍ଧାର ହେବା ଘଟଣାରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଏକ ବଡ଼ ବୟାନ ଦେଇଛନ୍ତି। ଏହି ବିରଳ ବନ୍ୟଜନ୍ତୁମାନେ ଏକ...
ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ
Published On
By Madhusudan Das
ଭୁବନେଶ୍ୱର: ଆସନ୍ତା ୯ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି। ଆଗାମୀ ସେପ୍ଟେମ୍ୱର ୯ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ବର୍ଷାର ପରିମାଣ ବଢିବା ସହଚକେତେକ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ସୃଷ୍ଟି ହୋଇଛି। ବର୍ତ୍ତ୍ମାନ ମୌସୁମୀ ଜନିତ ଟ୍ରଫ୍...
ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ
Published On
By Madhusudan Das
ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ଭୋଗରାଇ ବ୍ଲକ ବିଚିତ୍ରପୁର ଜଙ୍ଗଲରେ ୫ଟି ଓରାଙ୍ଗଉଟାନ ଠାବ । ଏପରି ବିରଳ ପ୍ରଜାତିର ଜୀବଙ୍କୁ ଦେଖିବା ପାଇଁ ଜଙ୍ଗଲରେ ଲୋକଙ୍କ ଭିଡ଼ ଜମିଛି । ତେବେ ଗ୍ରାମାଞ୍ଚଳର ଏହି ଜଙ୍ଗଲକୁ ଏଭଳି ଜୀବ କେଉଁଠୁ ଆସିଲେ ସେନେଇ ସସପେନ୍ସ । ଉଦୟପୁର ବନଖଣ୍ଡର ଏକ ଟିମ୍ ବଡ଼ପାହି ନିକଟରେ...
ଟଙ୍କପାଣି ବ୍ରିଜରେ ଅଟୋ ରଖି କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
Published On
By Madhusudan Das
ଭୁବନେଶ୍ୱର: କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ । ଭୁବନେଶ୍ୱରର ଟଙ୍କପାଣି ବ୍ରିଜ୍ ଉପରେ ଅଟୋ ରଖି ଜଣେ ଯୁବକ କୁଆଖାଇ ନଦୀକୁ ଡେଇଁ ନିଖୋଜ ହୋଇଯାଇଛନ୍ତି। ଖବର ପାଇବା ପରେ ବଲିଅନ୍ତା ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ନିଖୋଜ ଯୁବକ ଜଣକ ହେଲେ ଭୁବନେଶ୍ୱର ପୁରୁଣା ଭୁବନେଶ୍ୱର (ଓଲ୍ଡ...
ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬କୁ ଘୁଞ୍ଚିଲା ଶୁଣାଣି
Published On
By Madhusudan Das
ଭୁବନେଶ୍ୱର: ଓଡ଼ିଶାର ନୂତନ ପୋଲିସ ମହାନିର୍ଦ୍ଦେଶକ (DGP) ନିଯୁକ୍ତି ମାମଲାରେ ସୁପ୍ରିମକୋର୍ଟ ପୁଣିଥରେ ଶୁଣାଣି ଘୁଞ୍ଚାଇ ଦେଇଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ସେପ୍ଟେମ୍ବର ୧୬ ତାରିଖରେ ହେବ ବୋଲି ସର୍ବୋଚ୍ଚ ନ୍ୟାୟାଳୟ ଦିନ ଧାର୍ଯ୍ୟ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ବରିଷ୍ଠ ଆଇନଜୀବୀ ସଂଗ୍ରାମ ପଟ୍ଟନାୟକ । ଭାରତର ପ୍ରଧାନ ବିଚାରପତିଙ୍କ (CJI)...



