ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Category

ବଡ ଖବର

ଆଇପିଏଲ୍ ୨୦୨୪: ହାଇଦ୍ରାବାଦର ଦମଦାର…

ହାଇଦ୍ରାବାଦ୍: ଆଇପିଏଲ୍ ୨୦୨୪ର ଅଷ୍ଟମ ମ୍ୟାଚରେ ବୁଧବାର ସନରାଇଜର୍ସ ହାଇଦ୍ରାବାଦ୍  ଏବଂ ମୁମ୍ବାଇ ଇଣ୍ଡିଆନ୍ସ  ମୁହାଁମୁହିଁ ହୋଇଛନ୍ତି। ହାଇଦ୍ରାବାଦ୍ ର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍ ଜିତି ବୋଲିଂ…

କେଜ୍ରିଓ୍ବାଲଙ୍କୁ ହାଇକୋର୍ଟରୁ ମିଳିଲାନି…

ନୂଆଦିଲ୍ଲୀ: ଦିଲ୍ଲୀ ମଦ ନୀତି ମାମଲାରେ ଗିରଫ ହୋଇଥିବା ଅରବିନ୍ଦ କେଜ୍ରିୱାଲଙ୍କୁ ଦିଲ୍ଲୀ ହାଇକୋର୍ଟ କୌଣସି ଆଶ୍ୱସ୍ତି ଦେଇନାହାନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଏପ୍ରିଲ ୩ରେ ହେବ। ଅରବିନ୍ଦ କେଜ୍ରିୱାଲ ବୁଧବାର ଦିଲ୍ଲୀ ହାଇକୋର୍ଟଙ୍କୁ ଇଡି ହେପାଜତରୁ ତୁରନ୍ତ ମୁକ୍ତ କରିବାକୁ ନିର୍ଦ୍ଦେଶ ଦେବାକୁ…

ପ୍ରକାଶ ପାଇଲା ବିଜେଡିର ଦ୍ବିତୀୟ…

ଭୁବନେଶ୍ବର: ପ୍ରକାଶ ପାଇଲା ବିଜେଡିର ଦ୍ବିତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା । ପ୍ରଥମେ ୯ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଥିବାବେଳେ ଦ୍ବିତୀୟ ପର୍ଯ୍ୟାୟରେ ୬ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ପୁରୀ- ଅରୁପ ପଟ୍ଟନାୟକ…

ବିଜେଡି଼ର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ…

ଭୁବନେଶ୍ୱର: ଆସନ୍ତା ସାଧାରଣ ନିର୍ବାଚନ ପାଇଁ ବିଜେଡ଼ି ବୁଧବାର ଦିନ ତା’ର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ପ୍ରଥମ ପର୍ଯ୍ୟାୟରେ  ୭୨ ବିଧାନସଭା ଆସନ ଏବଂ ୯ ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଓଡ଼ିଶା ବିଧାନସଭା ଆସନ ପାଇଁ ପ୍ରଥମ ଦଳ ଭାବେ ପ୍ରାର୍ଥୀ…

ବିପର୍ଯ୍ୟୟ ପରିଚାଳନାରେ ଗତ ପାଞ୍ଚ…

ଭୁବନେଶ୍ୱର: ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଗତ ପାଞ୍ଚ ବର୍ଷରେ ଓଡିଶାକୁ ମିଳିଛି ଉଲ୍ଲେଖନୀୟ ସଫଳତା। ସଫଳ ବିପର୍ଯ୍ୟୟ ପରିଚାଳନା ପାଇଁ ଜାତୀୟ ସ୍ତରରେ ଓଡିଶା ପୁରସ୍କୃତ ହୋଇଛି। ରାଜ୍ୟ ସରକାର ଗ୍ରହଣ କରିଥିବା ଏକାଧିକ ପଦକ୍ଷେପ ଯୋଗୁଁ ଏଭଳି ସଫଳତା ମିଳିଥିବା କହିଛନ୍ତି ବିଜେଡିର ରାଷ୍ଟ୍ରୀୟ…

‘ଆସନ୍ତାକାଲି କୋର୍ଟରେ ଅବକାରୀ…

ନୂଆଦିଲ୍ଲୀ: ଆସନ୍ତାକାଲି ଅବକାରୀ ଦୁର୍ନୀତି ଟଙ୍କାକୁ ନେଇ ବଡ଼ ଖୁଲାସା କରିବେ କେଜ୍ରିୱାଲ ।  କୁଆଡେ ଗଲା ଅବକାରୀ ଦୁର୍ନୀତି ଟଙ୍କା, ଆସନ୍ତାକାଲି ସବୁ କଥା କୋର୍ଟରେ କହିବେ କେଜ୍ରିୱାଲ। ଏନେଇ ଏକ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି କେଜ୍ରିୱାଲଙ୍କ ପତ୍ନୀ ସୁନିତା କେଜ୍ରିୱାଲ ।ସୁନିତା…

ବିଜେଡିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ…

ଭୁବନେଶ୍ବର : ୨୦୨୪ ସାଧାରଣ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କରିଛି ବିଜୁ ଜନତା ଦଳ। ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଥମ ପର୍ଯ୍ୟାୟରେ ଉଭୟ ବିଧାନସଭା ଓ ଲୋକସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି।ଲୋକସଭା ପାଇଁ ସମ୍ବଲପୁରରୁ ପ୍ରଣବ ପ୍ରକାଶ ଦାସ, କଳାହାଣ୍ଡିରୁ ଲମ୍ବୋଦର…

ବିଜେଡିରେ ମିଶିଲେ ବରିଷ୍ଠ କଂଗ୍ରେସ ନେତା…

ଭୁବନେଶ୍ବର : ବିଜେଡିରେ ଯୋଗଦେଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କ ସାନପୁଅ ମନ୍ମଥ ରାଉତରାୟ । ଆଜି ହଜାର ହଜାର ସମର୍ଥକଙ୍କ ସହ ଆସି ଶଙ୍ଖ ଭବନରେ ବିଜେଡିରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି ମନ୍ମଥ । ସାଂସଦ ମାନସ ମଙ୍ଗରାଜ, ସାଂସଦ ସସ୍ମିତ ପାତ୍ର ଓ ବିଜେଡି ନେତା ବିଭୂତି ବଳବନ୍ତରାୟଙ୍କ…

ବିଜାପୁରରେ ସୁରକ୍ଷାକର୍ମୀଙ୍କ ବଡ ଧରଣର…

ରାୟପୁର : ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ମାଓବାଦୀ ନିପାତ ହୋଇଛନ୍ତି। ବିଜାପୁର ଜିଲ୍ଲା ଚିକୁରବାଟି-ପୁସବାକା ନିକଟ ଜଙ୍ଗଲରେ ଏନ୍‌କାଉଣ୍ଟର ହୋଇଛି। ସିଆରପିଏଫ ଓ ଡିଆରଜି ଯବାନଙ୍କ ପକ୍ଷରୁ ଗତକାଲି ଠାରୁ ଅପରେସନ ଆରମ୍ଭ ହୋଇଥିଲା। ୩ ଗ୍ରାମବାସୀଙ୍କୁ ହତ୍ୟା ପରେ ଜୋରଦାର ହୋଇଛି ଅପରେସନ ।…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ବାଇକ୍‌…

ବଲାଙ୍ଗୀର : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବାଇକ୍‌ ଆରୋହୀଙ୍କ ଉପରେ ବସ୍‌ ମାଡିଯାଇଛି । ଦୁର୍ଘଟଣାରେ ୨ଜଣ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ଘଟିଛି। ବଲାଙ୍ଗୀର ସୋନପୁର ରାସ୍ତାର ଭଦ୍ରାପାଲି ଛକ ନିକଟରେ ଆଜି ଭୋର ସମୟରେ ଏହି ଦୁର୍ଘଟଣା ଘଟିଛି।ସୂଚନା ଅନୁସାରେ ବଲାଙ୍ଗୀର-ସୋନପୁର ୫୭ ନମ୍ବର ଜାତୀୟ…