ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଇଣ୍ଟର-ପାର୍ଲାମେଣ୍ଟାରୀ ୟୁନିଅନ ଆସେମ୍ବ୍ଲିରେ ଯୋଗଦେବେ ସାଂସଦ ସସ୍ମିତ ପାତ୍ର

ଭୁବନେଶ୍ୱର: ଭାରତ ପକ୍ଷରୁ ବିଶ୍ବ ସମ୍ମିଳନୀରେ ଯୋଗଦେବେ ବିଜେଡି ସାଂସଦ ସସ୍ମିତ ପାତ୍ର । ଆସନ୍ତା ୧୧ରୁ ୧୫ ତାରିଖ ଯାଏ ରାଓ୍ୱଣ୍ଡାର କିଗାଲିରେ ଅନୁଷ୍ଠିତ ହେଉଥିବା ୧୪୫ତମ ଇଣ୍ଟର-ପାର୍ଲାମେଣ୍ଟାରୀ ୟୁନିଅନ ଆସେମ୍ବ୍ଲିରେ ଯୋଗଦେବେ ସାଂସଦ ଡକ୍ଟର ସସ୍ମିତ ପାତ୍ର ।

ସସ୍ମିତଙ୍କୁ ଚୟନ କରିଛନ୍ତି ରାଜ୍ୟସଭା ଅଧ୍ୟକ୍ଷ । ଏହି ଅଧିବେଶନରେ ଯୋଗଦେବେ ୧୭୦ଟି ଦେଶର ସଂସଦୀୟ ପ୍ରତିନିଧି ଯୋଗଦେଉଥିବା ବେଳେ ସସ୍ମିତ ମଧ୍ୟ ଗସ୍ତ କରିବେ । ଏହି ଗୁରୁତ୍ବପୂର୍ଣ୍ଣ ସମ୍ମିଳନୀରେ ଯୋଗ ଦେବାକୁ ମନୋନୀତ ହୋଇଥିବାରୁ କୃତଜ୍ଞତା ଜଣାଇଛନ୍ତି ଡକ୍ଟର ପାତ୍ର ।

Leave A Reply

Your email address will not be published.