ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଦଳ ବିରୋଧୀ କାର୍ଯ୍ଯ ପାଇଁ ବିଜେଡିରୁ ୨ଜଣ ନିଲମ୍ବିତ

ଭୁବନେଶ୍ୱର: ଦଳ ବିରୋଧୀ କାର୍ଯ୍ଯ ପାଇଁ  ବିଜୁ ଜନତା ଦଳ ସଭାପତି ଦଳରୁ ୨ ଜଣଙ୍କୁ ନିଲମ୍ବିତ କରିଛନ୍ତି । ସୁନ୍ଦରଗଡ ଜିଲ୍ଲାର ବିଜେଡି ନେତା ଅମରେଶ ପଣ୍ଡା ଓ ବିନୟ ପଣ୍ଡାଙ୍କୁ ଦଳ ବିରୋଧୀ କାର୍ଯ୍ଯ କରିଥିବା ଅଭିଯୋଗରେ ନିଲମ୍ବିତ କରିଛନ୍ତି ବିଜେଡି ସୁପ୍ରିମ ନବୀନ । ଏନେଇ ବିଜେଡି ଗଣମାଧ୍ୟମ ବ୍ୟାପାର ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି।

Leave A Reply

Your email address will not be published.