ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କେନ୍ଦୁଝର ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ, ୯ ଆହତ

କେନ୍ଦୁଝର: କେନ୍ଦୁଝର ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ରୁଗୁଡି ସ୍ଥିତ KJS ଆଲୁଓ୍ବାଲିଆ ଷ୍ଟିଲ ପ୍ଲାଣ୍ଟରେବିସ୍ଫୋରଣ ଘଟିବାରୁ ୯ଜଣ ଶ୍ରମିକ ଆହତ ହୋଇଥିବାବେଳେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି। ରୁଗୁଡ଼ିସ୍ଥିତ କେଜେଏସ ଆଲୁୱାଲିଆ ଷ୍ଟିଲ ପ୍ଲାଣ୍ଟରେ ଫର୍ଣ୍ଣେସ ଫାଟିଯାଇଥିଲା । ସେମାନଙ୍କ ମଧ୍ୟରୁ ୪ଜଣଙ୍କ ଅବସ୍ଥା ଗୁରୁତର ହୋଇଯାଇଥିବା ଜଣାପଡ଼ିଛି। ଗୁରୁତର ଆହତ ହୋଇଥିବା ୪ଜଣ ଶ୍ରମିକଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.