ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଟ୍ରେନ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ଯାଜପୁର ଜିଲା ଧାନମଣ୍ଡଳ ରେଳ ଷ୍ଟେସନ ନିକଟରୁ ଜଣେ ଯୁବକଙ୍କ ମୃତଦେହ ଠାବ ହୋଇଛି । ଟ୍ରେନ ଲାଇନରେ କଟି ଯୁବକଙ୍କ ଶରୀର ୨ ଖଣ୍ଡ ହୋଇଯାଇଛି । ମୃତକଙ୍କ ପରିଚୟ ମିଳି ପାରି ନାହିଁ । ଘଟଣାସ୍ଥଳରେ ଜିଆରପି ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି । ଟ୍ରେନ ଆଗକୁ ଡେଇଁ ଯୁବକ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି । ତେବେ ଏହା ଆତ୍ମହତ୍ୟା କି ହତ୍ୟା ତାହା ଏ ପର୍ଯ୍ୟନ୍ତ ଜଣାପଡିନାହିଁ ।

Leave A Reply

Your email address will not be published.