ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭିଡକୁ ଦୃଷ୍ଟିରେ ରଖି ଧବଳେଶ୍ଵର ପୀଠରେ ବାହୁଙ୍ଗିକୁ ବାରଣ

ଆଠଗଡ: ଧବଳେଶ୍ଵର ପୀଠକୁ ବାହୁଙ୍ଗି ମନା। ଏଣିକି ଧବଳେଶ୍ୱର ପୀଠକୁ ବାହୁଙ୍ଗି ନେଇ ଯାଇପାରିବେ ନାହିଁ କାଉଡ଼ିଆ । କେବଳ ମାନସିକ କଳସ ଧରି କାଉଡିଆ ମାନେ ପୀଠକୁ ଯାଇ ପାଣି ଢ଼ାଳିବେ।  ଝୁଲା ପୋଲ ପୂର୍ବରୁ ବାହୁଙ୍ଗି ନିଷେଧ କରାଯାଇଛି।  ଭିଡକୁ ଦୃଷ୍ଟିରେ ରଖି ପ୍ରସାଶନର ଏଭଳି ନିଷ୍ପତ୍ତି ନେଇଛି।  ଏ ନେଇ ଆଠଗଡ଼ ଉପଜିଲ୍ଲାପାଳ ହେମନ୍ତ କୁମାର ସ୍ଵାଇଁ  ସୂଚନା ଦେଇଛନ୍ତି।

Leave A Reply

Your email address will not be published.