ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜଧାନୀର ସୁନ୍ଦରପଦାରେ ବୋମାମାଡ଼, ୪ ଅଟକ

ଭୁବନେଶ୍ବର: ଭୁବନେଶ୍ବର ଉପକଣ୍ଠ ସୁନ୍ଦରପଦା ଆଜାଦନଗର ଅଞ୍ଚଳରେ ଗୁରୁବାର ସନ୍ଧ୍ଯାରେ ବୋମାମାଡ଼ ହୋଇଛି। ଗୋଟିଏ ଗୋଷ୍ଠୀ ପକ୍ଷରୁ ବୋମାମାଡ଼ ସହ ମାରଣାସ୍ତ୍ରରେ ଆକ୍ରମଣ ହୋଇଥିବା ଜଣାପଡ଼ିଛି। ଏହି ଆକ୍ରମଣରେ ୨ ଜଣ ଆହତ ହୋଇଛନ୍ତି। ପୂର୍ବ ଶତ୍ରୁତାରୁ ବୋମାମାଡ଼ ହୋଇଥିବା ବେଳେ, ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଫଳରେ ଘଟଣାସ୍ଥଳରେ ପୁଲିସ ପହଞ୍ଚିତଦନ୍ତ ଆରମ୍ଭ କରିଛି । ଏହି ଘଟଣାରେ ୪ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ଏୟାର ଫିଲ୍ଡ ଥାନା ପୁଲିସ ।

Leave A Reply

Your email address will not be published.