ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୨: ବକ୍ସିଂରେ ଭାରତକୁ ଡବଲ ସ୍ବର୍ଣ୍ଣ ପଦକ

ବର୍ମିଂହାମ୍‍ : ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ଆଜି ଡବଲ ସ୍ବର୍ଣ୍ଣ ପଦକ ମିଳିଛି। ଉଭୟ ପୁରୁଷ ଓ ମହିଳା ବକ୍ସିଂରେ ଏହି ସଫଳତା ହସଲ କରିଛି ଭାରତ । ୪୮ କେଜି ବର୍ଗର ମହିଳା ବକ୍ସିଂରେ ନିତୁ ଘଂଘାସ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ବେଳେ ପୁରୁଷ ୫୧ କିଗ୍ରା ବର୍ଗରେ ଅମିତ ପଙ୍ଘଲ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି।

ଭାରତ ତରଫରୁ ନୀତୁ ଘାଂଘାସ ଇଂଲଣ୍ଡର ଡେମୀ ଜେଡକୁ ୫-୦ ରେ ପରାଜିତ କରିଛନ୍ତି । ସେହିପରି ଅମିତ ପଙ୍ଘଲ ଇଂଲଣ୍ଡର କିଆରନ ମାକଡୋନାଲଡ୍କୁ ୫-୦ ରେ ପରାଜିତ କରିଛନ୍ତି ।

Leave A Reply

Your email address will not be published.