ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପୋଖରୀରେ ବୁଡି ଭାଇଭଉଣୀଙ୍କ ମୃତ୍ୟୁ

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲା ରାଜକନିକା ଥାନା ଅନ୍ତର୍ଗତ ଡଙ୍କାରି ଗାଁରେ ଆଜି ଏକ ଦୁଃଖଦ ଘଟଣା ଘଟିଛି। ଖେଳୁଥିବା ସମୟରେ ପୋଖରୀରେ ବୁଡି ଭାଇଭଉଣୀଙ୍କ ମୃତ୍ୟୁ ହୋଇଛି। ଉଭୟ ମୃତକ ସମ୍ପର୍କୀୟ ଭାଇ ଭଉଣୀ ହୋଇଥିବା ବେଳେ ସେମାନଙ୍କ ବୟସ ୫ ବର୍ଷ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ବହୁ ଖୋଜାଖୋଜି କରିବା ପରେ ବାଡିପଟ ପୋଖରୀରୁ ମୃତଦେହ ଉଦ୍ଧାର କରାଯାଇଛି। ଘଟଣା ପରେ ଉକ୍ତ ଅଞ୍ଚଳରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।

Leave A Reply

Your email address will not be published.