ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପୁଣି ଜବତ ହେଲା ୧ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗର

ଜଳେଶ୍ବର: ପୁଣି ଜବତ ହେଲା ଏକ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗର । ଜଳେଶ୍ବର ଅବକାରୀ ବିଭାଗର ସ୍ୱତନ୍ତ୍ର ଟିମ କମର୍ଦା ଥାନା ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ବ୍ରାଉନସୁଗର ଜବତ କରିଛି। ପଶ୍ଚିମବଙ୍ଗରୁ ଓଡିଶା ଚାଲାଣ ବେଳେ ଏହି ବ୍ରାଉନସୁଗର ଜବତ ହୋଇଥିବା ଜଣାପଡ଼ିଛି।  ଏହାର ପରିମାଣ ଏକ କେଜି ରହିଛି। ଯାହାର ଆନୁମାନିକ ମୂଲ୍ୟ ୧ କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେବ ବୋଲି ଆକଳନ କରାଯାଇଛି। ଏଥି ସହ ଦୁଇ ଜଣ ବ୍ରାଉନସୁଗର ବେପାରୀଙ୍କୁ ଗିରଫ କରାଯାଇଥିବା ସୂଚନା ।

Leave A Reply

Your email address will not be published.