ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବସ୍- ବାଇକ୍ ମୁହାଁମୁହିଁ ଧକ୍କା: ୨ମୃତ, ଜଣେ ଗୁରୁତର

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ତୁମଲିଆ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବସ୍ ଓ ବାଇକ ମଧ୍ଯରେ ମୁହାଁମୁହିଁ ଧକ୍କା  ହୋଇଛି। ଏହି ଦୁର୍ଘଟଣାରେ ୨ ଜଣ ବାଇକ ଆରୋହୀଙ୍କ ମୃତ ଘଟିିଥିବା ବେଳେ ଓ ଅନ୍ୟ ଜଣେ ବାଇକ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତଙ୍କୁ ସୁନ୍ଦରଗଡ଼ ମୂଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ମୃତକ ହେଲେ ଗୋପାଳପୁର ଅଞ୍ଚଳର ଶ୍ୟାମ ଗିଦିଲି  ଓ  ସୁରଜ ପାଣ୍ଡେ। ଗୁରୁତର ଆହତ ଜଣକ ନାଁ ଓମ ପ୍ରକାଶ ଭଇସାଲ ବୋଲି ଜଣାପଡ଼ିଛି।

Leave A Reply

Your email address will not be published.