ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବେଗୁନିଆ-ବାଘମାରି ରାସ୍ତାରେ ଓଲଟିଲା ବସ୍‌, ୨ ଯାତ୍ରୀ ଆହତ

ଖୋର୍ଦ୍ଧା: ୫୭ ନଂ ଜାତୀୟ ରାଜପଥର ବେଗୁନିଆ-ବାଘମାରି ରାସ୍ତାରେ ଓଲଟିଲା ବସ୍ । ବସଟି ଫୁଲବାଣୀରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ଆହତ ହୋଇଥିବା ଦୁଇ ଜଣ ଯାତ୍ରୀଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି। ଆଉ ବସରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ବସ ଷ୍ଟିଂୟରିଂ ତ୍ରୁଟି ବାହାରିବାରୁ ନିୟନ୍ତ୍ରଣ ହରାଇ ଓଲଟି ପଡିଥିଲା ବସ । ସ୍ଥାନୀୟ ଲୋକେ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛନ୍ତି ।

Leave A Reply

Your email address will not be published.