ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସୁବର୍ଣ୍ଣପୁରର ବୀରମହାରାଜପୁରକୁ NAC ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜାପୁରରେ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଗତକାଲି ୩୪ ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ବିଷୟ ଘୋଷଣା କରିଥିଲେ । ବୀରମହାରାଜପୁର ଏଥିରେ ସାମିଲ ହେବାଦ୍ୱାରା ନୂଆ ବିଜ୍ଞାପିତ ପରିଷଦ ସଂଖ୍ୟା ୩୫ ରେ ପହଞ୍ଚିଲା। ବୀରମହାରାଜପୁର ସୁବର୍ଣ୍ଣପୁର ଜିଲ୍ଲାର ସବଡିଭିଜନ ମୁଖ୍ୟାଳୟ ଅଟେ।

Leave A Reply

Your email address will not be published.