ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ହୋଲିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଜି ହେଉଛି ହୋଲି ପର୍ବ। ରଙ୍ଗର ପର୍ବ ହୋଲିକୁ ନେଇ ସମସ୍ତେ ଖୁସି ଉଲ୍ଲାସରେ ପାଳନ କରୁଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ହୋଲିପର୍ବର ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ରଙ୍ଗ ଓ ଆନନ୍ଦର ପବିତ୍ର ପର୍ବ ହୋଲି ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ରାଧାଗୋବିନ୍ଦଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉ।

 

 

Leave A Reply

Your email address will not be published.