ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବ୍ରଜରାଜନଗର ଉପନିର୍ବାଚନ ପାଇଁ ଘୁଞ୍ଚିଲା +୨ ପରୀକ୍ଷା

ଭୁବନେଶ୍ବର: ବ୍ରଜରାଜନଗର ଉପନିର୍ବାଚନ ପାଇଁ  ଦ୍ୱାଦଶ (+୨) ପରୀକ୍ଷା ଘୁଞ୍ଚିଛି। ଆସନ୍ତା ୩୧ ତାରିଖରେ ହେବାକୁ ଥିବା ପରୀକ୍ଷା ଜୁନ୍ ୪କୁ ଘୁଞ୍ଚାଇ ଦିଆଯାଇଛି । କଳା ବିଭାଗର ଗଣିତ ଓ ଗୃହବିଜ୍ଞାନ, ବିଜ୍ଞାନର ଗଣିତ ପରୀକ୍ଷା ଘୁଞ୍ଚିଥିବା ସୂଚନା ।

Leave A Reply

Your email address will not be published.