ବ୍ରଜରାଜନଗର ଉପନିର୍ବାଚନ ପାଇଁ ଘୁଞ୍ଚିଲା +୨ ପରୀକ୍ଷା

ଭୁବନେଶ୍ବର: ବ୍ରଜରାଜନଗର ଉପନିର୍ବାଚନ ପାଇଁ  ଦ୍ୱାଦଶ (+୨) ପରୀକ୍ଷା ଘୁଞ୍ଚିଛି। ଆସନ୍ତା ୩୧ ତାରିଖରେ ହେବାକୁ ଥିବା ପରୀକ୍ଷା ଜୁନ୍ ୪କୁ ଘୁଞ୍ଚାଇ ଦିଆଯାଇଛି । କଳା ବିଭାଗର ଗଣିତ ଓ ଗୃହବିଜ୍ଞାନ, ବିଜ୍ଞାନର ଗଣିତ ପରୀକ୍ଷା ଘୁଞ୍ଚିଥିବା ସୂଚନା ।

Leave a comment