ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କୋଭିଡକୁ ଦୃଷ୍ଟିରେ ରଖି ଗହଳି ନ କରି ରକ୍ଷା ବନ୍ଧନ ପର୍ବ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର: ରାକ୍ଷୀ ପୁର୍ଣ୍ଣିମା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। କୋଭିଡକୁ ଦୃଷ୍ଟିରେ ରଖି ଗହଳି ନ କରି ଜନସାଧାରଣ ନିରାପଦରେ ରକ୍ଷା ବନ୍ଧନ ପର୍ବ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।  ଆଗାମୀ କାଲି ରକ୍ଷା ବନ୍ଧନ ପାଇଁ ନବୀନ ନିବାସକୁ ନ ଆସିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।

Leave A Reply

Your email address will not be published.