ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଓଡ଼ିଆ କଳା ଜଗତରେ ଛାଡିଯାଇଥିବା ଅଭିନୟର ଛାପ ତାଙ୍କୁ ସର୍ବଦା ଅମର କରି ରଖିବ- ମୁଖ୍ଯମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶା ସିନେ ଜଗତର ବର୍ଷିଆନ୍ ଅଭିନେତା ତଥା ଲୋକପ୍ରିୟ କଳାକାର ମିହିର ଦାସଙ୍କ ପରଲୋକରେ ମୁଖ୍ଯମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି।। ଓଡ଼ିଆ କଳା ଜଗତରେ ସେ ଛାଡିଯାଇଥିବା ଅଭିନୟର ଛାପ ତାଙ୍କୁ ସର୍ବଦା ଅମର କରି ରଖିବ। ତାଙ୍କ ବିୟୋଗ ଓଡ଼ିଆ କଳାଜଗତ ପାଇଁ ଏକ ଅପୂରଣୀୟ କ୍ଷତି ଘଟିଛି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ଯନ୍ତ୍ରୀ ନବୀନ ପଟ୍ଟନାୟକ ।

Leave A Reply

Your email address will not be published.