ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଓଡ଼ିଶାର ଗଣପର୍ବ ରଜ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ଗଣପର୍ବ ରଜରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ରଜ ଉପଲ୍ଲଖେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଟ୍ବିଟ୍ କରି କହିଛନ୍ତି ଯେ, ପହିଲି ରଜ ଉପଲକ୍ଷେ ଓଡ଼ିଶା ବାସୀଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ ସାଦର ଅଭିନନ୍ଦନ । ଓଡ଼ିଆ ସଂସ୍କୃତି ଓ ପରମ୍ପରାର ଏହି ଅନନ୍ୟ ଗଣ ପର୍ବ ସମସ୍ତଙ୍କ ଜୀବନରେ ଆନନ୍ଦ ଓ ଉଲ୍ଲାସ ଆଣିଦେଉ ବୋଲି ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି ।

Leave A Reply

Your email address will not be published.