ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କାଳବୈଶାଖୀ ଯୋଗୁଁ ଭୁବନେଶ୍ବରରେ ଅବତରଣ କରିପାରିଲାନି ମୁଖ୍ଯମନ୍ତ୍ରୀଙ୍କ ବିମାନ

ସୁରକ୍ଷିତ ଅଛନ୍ତି ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷ

ଭୁବନେଶ୍ବର: ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ବିମାନ ଅବତରଣ କରିପାରିଲାନି। ଖଡ଼ିଆଳରୁ ଭୁବନେଶ୍ୱର ଫେରୁଥିଲେ ମୁଖ୍ୟମନ୍ତ୍ରୀ । କାଳବୈଶାଖୀ ଯୋଗୁଁ ଭୁବନେଶ୍ୱରରେ ଅବତରଣ କରିପାରିଲେନି ମୁଖ୍ୟମନ୍ତ୍ରୀ। ଭୁବନେଶ୍ୱର ଆକାଶରେ ଅଧଘଣ୍ଟା ଉଡ଼ିଥିଲା ମୁଖ୍ୟମନ୍ତ୍ରୀଙ୍କ ବିମାନ । ପରେ ଭୁବନେଶ୍ୱରରୁ ଝାରସୁଗୁଡ଼ା ଗଲା ବିମାନ ।  ଝାରସୁଗୁଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ବିମାନ ଜରୁରୀ ଅବତରଣ କରିଥିଲା। ପ୍ରଚଣ୍ଡ ବର୍ଷା ପବନ ଯୋଗୁଁ ଏଭଳି ଘଟିଛି। ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ ସୁରକ୍ଷିତଥିବା ଜଣାପଡ଼ିଛି।

Leave A Reply

Your email address will not be published.