ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପଣା ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପବିତ୍ର ପଣା ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ ରିଲିଜ କରି ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଶ୍ରୀଜଗନ୍ନାଥଙ୍କ କୃପାରୁ ନୂଆବର୍ଷ ମଙ୍ଗଳମୟ ହେଉ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.