ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କୋରେଇ ଟ୍ରେନ ଦୁର୍ଘଟଣା: ମୃତକଙ୍କ ପରିବାର ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ବର: କୋରେଇ ଟ୍ରେନ୍‌ ଦୁର୍ଘଟଣାରେ ମୃତକଙ୍କ ପରିବାର ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନୁକମ୍ପା ରାଶି ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକଙ୍କ ପରିବାର ପାଇଁ ୨ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ଯାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମୃତକଙ୍କ ପରିବାର ପାଇଁ ୫ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଥିବା ବେଳ  ଗୁରୁତର ଆହତଙ୍କୁ ୧ ଲକ୍ଷ ଓ ସାମାନ୍ୟ ଆହତଙ୍କୁ ୨୫ ହଜାର ଟଙ୍କାର ସହାୟତା ରିଶ ଘୋଷଣା କରିଛନ୍ତି।

Leave A Reply

Your email address will not be published.