ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ସନ୍ଧ୍ଯାରେ କରୋନା ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ  ପୁଣି ବୃଦ୍ଧି ହେବାର ଲାଗିଛି। ଏ ନେଇ ଆଜି ସନ୍ଧ୍ଯାରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି। ରାଜ୍ୟରେ କୋଭିଡ଼ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନଫରେନ୍ସି ଜରିଆରେ ଏହି ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନେ ଉପସ୍ଥିତ ରହିବେ। ସେହିପରି ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ପ୍ରମୁଖ୍ ସାମିଲ ରହିବେ।

Leave A Reply

Your email address will not be published.