ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମମିତା ମେହେର ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି: ମୃତ୍ୟୁ ଘଟଣାକୁ ରାଜନୀତିକରଣ କରାଯାଉଛି,ଦାୟିତ୍ୱରେ ଯିଏ ବି ଅବହେଳା କରିଥିବ ନିଆଯିବ ଦୃଢ କାର୍ଯ୍ଯାନୁଷ୍ଠାନ

ଭୁବନେଶ୍ୱର: ମମିତା ମେହେର ପ୍ରସଙ୍ଗରେ ଗୃହରେ ବିବୃତି ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ଅତି ସମ୍ବେଦନଶୀଳ ଘଟଣା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ମମିତା ମୃତ୍ୟୁକୁ ରାଜନୀତିକରଣ କରାଯାଉଛି । ଅବସରପ୍ରାପ୍ତ ଜିଲ୍ଲା ଜଜ ତଦନ୍ତ ପ୍ରକ୍ରିୟାର ତଦାରଖ କରିବେ। ହାଇକୋର୍ଟଙ୍କୁ ଏନେଇ ଅନୁରୋଧ କରିଥିଲେ ରାଜ୍ୟ ସରକାର । ବିନା ଭୟ ଓ ଦ୍ୱନ୍ଦ୍ୱରେ ତଦନ୍ତ ପାଇଁ ପୋଲିସକୁ ନିର୍ଦ୍ଦେଶ ଦେଇଛି । ଦାୟିତ୍ୱରେ ଯିଏ ବି ଅବହେଳା କରିଥିବ ଦୃଢ଼ କାର୍ଯ୍ଯାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.