ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବେଶ୍ବର: ରଙ୍ଗର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ସମସ୍ତେ କୋଭିଡି ନିୟମ ପାଳନ କରି ଉତ୍ସଵରେ ସାମିଲ ହୁଅନ୍ତୁ । ସମସ୍ତେ ସୁସ୍ଥ ରୁହନ୍ତୁ ଓ ଖୁସିରେ ରୁହନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ କରି କହିଛନ୍ତି ।

Leave A Reply

Your email address will not be published.