ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଅଗଷ୍ଟ ୨ତାରିଖରୁ ଏକକ ପିଜି ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ଵର: ଅଗଷ୍ଟ ୨ତାରିଖରୁ ଏକକ ପିଜି ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଏ ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶା ପାଇଛି। ଅଗଷ୍ଟ ୨ରୁ ଆରମ୍ଭ ହୋଇ ଅଗଷ୍ଟ୧୪ ତାରିଖ  ପର୍ଯ୍ଯନ୍ତ ଅନଲାଇନ୍‌ରେ ଆବେଦନ ଜାରି ରହିବ। ଏହାପରେ  ଅଗଷ୍ଟ ୨୩ରୁ ସେପ୍ଟେମ୍ବର ୩ ମଧ୍ୟରେ ଏକକ ପିଜି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ।

Leave A Reply

Your email address will not be published.