ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯରେ କରୋନା ନେଲା ଆଉ ୫୯ ଜଣଙ୍କ ଜୀବନ

ରାଜ୍ୟରେ କରୋନା ସଂକ୍ରମଣ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୫୯ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତକଙ୍କ ସଂଖ୍ୟା ୪୩୫୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.