ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯରେ କରୋନା ନେଲା ଆଉ ୩ ଜୀବନ

ଭୁବନେଶ୍ୱର:  ରାଜ୍ଯରେ ୨୪ ଘଣ୍ଟାରେ ଆକ୍ରାନ୍ତଙ୍କ ସଂଖ୍ଯା ୨ ହଜାର ପାର କରିଥିବା ବେଳେ ୩ ଜଣଙ୍କର ମୃତ୍ୟୁ ଘଟିଛି। ୩ ଜଣ ମୃତକ ସମସ୍ତ ପୁରୁଷ ଥିବା ଜଣାପଡ଼ିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ସୂଚନା ଅନୁଯାୟା,  ବଲାଙ୍ଗିର, ଗଞ୍ଜାମ ଓ ଯାଜପୁରର ଜଣେ ଲେଖାଏଁ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୧୯୩୩ରେ ପହଞ୍ଚିଛି ।

Leave A Reply

Your email address will not be published.