ରାଜ୍ୟରେ କରୋନା ନେଲା ଆଉ ୧୯ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୧୯ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୩ ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ସେହିପରି ସୁନ୍ଦରଗଡ଼ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ବାଲେଶ୍ୱର, ବରଗଡ଼, ବଲାଙ୍ଗିର, ବୌଦ୍ଧ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, ଖୋର୍ଦ୍ଧା, ମାଲକାନଗିରି, ନୂଆପଡ଼ା, ରାୟଗଡ଼ା ଓ ସମ୍ୱଲପୁର ଜିଲ୍ଲାରୁ ଜଣେ ଲେଖାଏ କରୋନା ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି। ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୨୫୧କୁ ବୃଦ୍ଧି ପାଇଛି।
Regret to inform the demise of nineteen numbers of Covid positive patients while under treatment in hospitals.
1.A 53 years old male of Angul district who was also suffering from Diabetes Mellitus, Hypertension & Pulmonary veno-occlusive disease.
— H & FW Dept Odisha (@HFWOdisha) May 13, 2021
7.A 50 years old female of Bolangir district who was also suffering HYpertension.
8.A 65 years old male of Boudh district.
9.A 29 years old male of Ganjam district.
10.A 35 years old male of Jagatsinghpur district.11.A 54 years old male of Kandhamal district.
— H & FW Dept Odisha (@HFWOdisha) May 13, 2021
16.A 75 years old male of Rayagada district who was also suffering from Diabetes Mellitus & Hypertension.
17.A 47 years old male of Sambalpur district.
18.A 58 years old male of Sundargarh district.
19.A 51 years old female of Sundargarh district.
— H & FW Dept Odisha (@HFWOdisha) May 13, 2021