ରାଜ୍ୟରେ କରୋନା ନେଲା ଆଉ ୧୮ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ୧୦ଟି ଜିଲ୍ଲାରୁ ଆଉ ୧୮ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୪ ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ଆଉ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ମୃତକଙ୍କ ଭିତରେ ୨ ଜଣ ଭୁବନେଶ୍ୱରରୁ ଅଛନ୍ତି । କଳାହାଣ୍ଡି, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଦୁଇ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ବୌଦ୍ଧ, ଦେବଗଡ଼, ଗଜପତି, ମାଲକାନଗିରି ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏ କରୋନା ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି। ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୨୧୫କୁ ବୃଦ୍ଧି ପାଇଛି।
4.A 45 years old male of Angul district.
5.A 77 years old male of Bhubaneswar who was also suffering from Diabetes Mellitus & Hypothyroid.
6.A 85 years old male of Bhubaneswar who was also suffering from Coronary Artery Disease, Hypertension & Diabetes Mellitus.
— H & FW Dept Odisha (@HFWOdisha) May 11, 2021
11.A 39 years old male of Kalahandi district.
12.A 29 years old male of Kalahandi district who was also suffering from Sickle cell Disease.
13.A 60 years old female of Malkangiri district.
14.A 52 years old male of Puri district.
— H & FW Dept Odisha (@HFWOdisha) May 11, 2021
18.A 55 years old female of Sundargarh district.
— H & FW Dept Odisha (@HFWOdisha) May 11, 2021