ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯରେ କରୋନା ନେଲା ଆଉ ୫୮ଜଣଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। । କରୋନା ଗତ ୨୪ ଘଣ୍ଟାରେ ଆଉ ୫୮ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୧୬ କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ସର୍ବାଧିକ ୧୯ ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବାଲେଶ୍ୱର , କଟକ, ପୁରୀ ଓ ସମ୍ବଲପୁର ଜିଲ୍ଲାରୁ ୩ଜଣ ଲେଖାଏଁ, ଅନୁଗୁଳ, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବୌଦ୍ଧ, ଢେଙ୍କାନାଳ, ଯାଜପୁର , ଝାରସୁଗୁଡ଼ା, ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।

Leave A Reply

Your email address will not be published.