ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ କରୋନା ସଂକ୍ରମଣ ଏବେ ସ୍ଥିର ଅବସ୍ଥାରେ ଅଛି, ତୃତୀୟ ଲହର ଆକଳନ କରାଯାଇଛି, କିନ୍ତୁ ଆସି ନାହିଁ- ଡିଏମଇଟି

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଏବେ ସ୍ଥିର ଅବସ୍ଥାରେ ଅଛି । ତୃତୀୟ ଲହର ଆକଳନ କରାଯାଇଛି, କିନ୍ତୁ ଆସି ନାହିଁ । ଏହି ସୂଚନା ଦେଇଛନ୍ତି ଡିଏମଇଟି ଡାକ୍ତର ସିବିକେ ମହାନ୍ତି । ଆମେ ବର୍ତ୍ତମାନ ସେକେଣ୍ଡ ଓ୍ୱେଭରେ ଅଛୁ ।

ମାଡ୍ରାସ ଇନଷ୍ଟିଚ୍ୟୁଟ ଯେଉଁ ଆର୍ ଭ୍ୟାଲୁ କଥା କହୁଛି, ତାହା ଗ୍ରାଉଣ୍ଡରେ ପ୍ରତିଫଳିତ ହେଉ ନାହିଁ ବୋଲି ଡିଏମଇଟି ଡାକ୍ତର ସିବିକେ ମହାନ୍ତି କହିଛନ୍ତି । ଗତ କିଛି ଦିନ ହେବ ଅନ୍ୟ କିଛି ରାଜ୍ୟରେ ବି ସ୍ଥିର ଅବସ୍ଥାରେ ରହିଛି । ଆଗକୁ ସଂକ୍ରମଣ କମିବା ଆଶା କରାଯାଉଛି । ଏଥିପାଇଁ ସମସ୍ତଙ୍କୁ କୋଭିଡ଼ ନିୟମ ମାନିବାକୁ ପଡ଼ିବ ବୋଲି ପରାମର୍ଶ ଦେଇଛନ୍ତି ଡିଏମଇଟି ଡାକ୍ତର ସିବିକେ ମହାନ୍ତି ।

Leave A Reply

Your email address will not be published.