ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜଧାନୀ ଭୁବନେଶ୍ବରରେ ୭ଶହ ପାର କଲା କରୋନା ଆକ୍ରାନ୍ତଙ୍କ ସଂଖ୍ଯା, ଆଜି ଟିହ୍ନଟ ହଲେ ଆଉ ୭୪୫ ପଜିଟିଭ୍

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ଗତିରେ ବୃଦ୍ଧି ଘଟୁଥିବା ବେଳେ ଆଜି ସଂକ୍ରମିତଙ୍କ ସଂଖ୍ୟା ୭ଶହ ପାର କିରିଛି। ଭୁବନେଶ୍ବରରୁ ଆଜି ୭୪୫ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୪୭ ଜଣ ଓ ସ୍ଥାନୀୟ ଅଂଚଳରୁ ୫୯୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯ ହଜାର ୨୩୭ ରେ ପହଂଚିଛି।

 

Leave A Reply

Your email address will not be published.