ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୬୫୨ ନୂଆ ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୯୨ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୫୨ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୮୦ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୭୨ ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୧୬୯୬କୁ ବୃଦ୍ଧି ପାଇଥିବା ବେଳେ ୧୦୧୮୩୧୧ ଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୦୮୩ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯୨ଜଣ ପଜିଟିଭ ରହିଛନ୍ତି।
Covid-19 Report For 9th October
New Positive Cases: 652
Of which 0-18 years: 92
In quarantine: 380
Local contacts: 272(Details of local contacts will be shared by concerned Dist Administration)
District Wise Cases:
1. Angul: 1
2. Balasore: 19
3. Bargarh: 3
4. Bhadrak: 7— I & PR Department, Odisha (@IPR_Odisha) October 10, 2021
22. Sambalpur: 10
23. Sonepur: 1
24. Sundargarh: 15
25. State Pool: 73New recoveries: 597
Cumulative tested: 20645265
Positive: 1031696
Recovered: 1018311
Active cases: 5083— I & PR Department, Odisha (@IPR_Odisha) October 10, 2021