ରାଜ୍ଯରେ ଆଜି ୧୭୮୪ କରୋନା ଆକ୍ରାନ୍ତ ଚିହ୍ନଟ, ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୩୦୩ ପଜିଟିଭ୍

ଭୁବନେଶ୍ବର: ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି। ଏପଟେ ରାଜ୍ଯରେ ସଂକ୍ରମିତଙ୍କ ସଂଖ୍ଯା ୨ ହଜାର ମୁହାଁ ହେଲାଣି। ରାଜ୍ଯରୁ ଆଜି ୧୭୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୧୦୩୫ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୭୪୯ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୫୩,୦୮୬ ରେ ପହଞ୍ଚିଛି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ନୂଆପଡ଼ା ଜିଲାରୁ ୩୦୩ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼- ୨୪୧, ଖୋର୍ଦ୍ଧା- ୨୦୧ ଓ ସମ୍ବଲପୁର ଜିଲ୍ଲାରୁ ୧୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।
Covid-19 Report For 12th April
New Positive Cases: 1784
In quarantine: 1035
Local contacts: 749(Details of local contacts will be shared by concerned Dist Administration)
District Wise Cases:
1. Angul: 20
2. Balasore: 72
3. Bargarh: 87
4. Bhadrak: 30
5. Balangir: 91— I & PR Department, Odisha (@IPR_Odisha) April 13, 2021
22. Mayurbhanj: 27
23. Nawarangpur: 67
24. Nayagarh: 14
25. Nuapada: 303
26. Puri: 53
27. Rayagada: 25
28. Sambalpur: 114
29. Sonepur: 6
30. Sundargarh: 241
31. State Pool: 46New recoveries: 538
Cumulative tested: 9428469
Positive: 353086
Recovered: 340600
Active cases: 10503— I & PR Department, Odisha (@IPR_Odisha) April 13, 2021