ରାଜ୍ଯରୁ ଚିହ୍ନଟ ହେଲେ ଆଉ ୮୭୨ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୨ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ପୁଣି କରୋନା ଗ୍ରାଫ ଉପର ମୁହାଁ ହୋଇଛି । କ୍ରମାଗତ ଭାବ ଦୈନିକ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଆଜି ସାମାନ୍ଯ ତଳକୁ ଖସିଛି । ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ତଳକୁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୭୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୧୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୬୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨୩ ଜଣ ସଂକ୍ରମିତ ରହିଛନ୍ତି । ଖୋର୍ଦ୍ଧରୁ ସର୍ବାଧିକ ୨୮୨ ଓ କଟକରୁ ୯୬ ଜଣ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ସକ୍ରିୟ ମାମଲା ୫୬୯୬ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
Covid-19 Report For 16th July
New Positive Cases: 872
Of which 0-18 years: 123
In quarantine: 512
Local contacts: 360(Details of local contacts will be shared by concerned District)
1. Angul: 4
2. Balasore: 8
3. Bargarh: 9
4. Bhadrak: 6
5. Balangir: 7
6. Boudh: 11— I & PR Department, Odisha (@IPR_Odisha) July 17, 2022
23. Nuapada: 7
24. Puri: 19
25. Rayagada: 6
26. Sambalpur: 23
27. Sonepur: 26
28. Sundargarh: 144
29. State Pool: 61New recoveries: 552
Cumulative tested: 32353053
Positive: 1299112
Recovered: 1284235
Active cases: 5696— I & PR Department, Odisha (@IPR_Odisha) July 17, 2022