ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୫୫୯ନୂଆ ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୭୧ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୫୫୯ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୨୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୩୮ ଜଣ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୬୫୩୨ କୁ ବୃଦ୍ଧି ପାଇଥିବା ବେଳେ ୧୦୨୩୩୯୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୪୭୮୫ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୧ଜଣ ପଜିଟିଭ ରହିଛନ୍ତି।

Leave A Reply

Your email address will not be published.