ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯରେ ୨ଶହ ଟପିଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ଯା, ଖୋର୍ଦ୍ଧାରୁ ସର୍ବାଧିକ ୩୩ ପଜିଟିଭ୍

ଭୁବନେଶ୍ବର: ବଢୁଛି କରୋନା। ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଆଜି ରାଜ୍ଯରେ ପୁଣି ସଂକ୍ରମିତଙ୍କ ସଂଖ୍ଯା ୨୦୦ ପାର କରିଛି। ରାଜ୍ଯରୁ ୨୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୧୨୬ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୮୮ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୩୯,୪୬୦ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୩୩ ଜଣ ରହିଥିବା ଜଣାପଡ଼ିଛି।

Leave A Reply

Your email address will not be published.