ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୩୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନା ପୁଣି ଡରାଇବା ଆରମ୍ଭ କରିଛି। ଦୈନିକ ସଂକ୍ରମଣ ଗ୍ରାଫ ଉପର ତଳ ହେଉଛି। କେତେବେଳେ ଏକ ହଜାର ପାର କରିଯାଉଛି ତ କେତେବେଳେ ହଜାରେ ତଳକୁ ଦୈନିକ ସଂକ୍ରମଣ ରହୁଛି। ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ତଳକୁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୩୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୦୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୯୫ ଜଣ ସଂକ୍ରମିତ ରହିଛନ୍ତି । ଖୋର୍ଦ୍ଧରୁ ସର୍ବାଧିକ ୧୩୮ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡରୁ ୧୧୪, ସମ୍ବଲପୁରରୁ ୧୧୩, ମୟୁରଭଞ୍ଜ ୮୪ ଓ କଟକରୁ ୩୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ସକ୍ରିୟ ମାମଲା ୭୪୦୦ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
Covid-19 Report For 24th July
New Positive Cases: 739
Of which 0-18 years: 95
In quarantine: 432
Local contacts: 307(Details of local contacts will be shared by concerned District)
1. Angul: 2
2. Balasore: 8
3. Bargarh: 20
4. Bhadrak: 3
5. Balangir: 17
6. Boudh: 9— I & PR Department, Odisha (@IPR_Odisha) July 25, 2022
23. Nayagarh: 22
24. Nuapada: 8
25. Puri: 11
26. Rayagada: 15
27. Sambalpur: 113
28. Sonepur: 15
29. Sundargarh: 114
30. State Pool: 32New recoveries: 778
Cumulative tested: 32519009
Positive: 1307249
Recovered: 1290663
Active cases: 7400— I & PR Department, Odisha (@IPR_Odisha) July 25, 2022